ବାହାର ଖାଦ୍ୟରେ ବିଭିନ୍ନ ରୋଗ ଜୀବାଣୁ ଥାଆନ୍ତି। ସେ ସବୁ ଖାଦ୍ୟ ଖାଇବା ଫଳରେ ଶରୀରକୁ ରୋଗ ଆକ୍ରାନ୍ତ କରିଥାଏ। ସ୍ୱାଦ କାରଣରୁ ବାହାର ଖାଦ୍ୟ ଖାଇବା ଅନୁଚିତ। ବାହାରର ରୋଗ ଜୀବାଣୁ ଖାଦ୍ୟରେ ବସିଥାଆନ୍ତି। ଯାହା ଆମକୁ ଖାଲି ଆଖିକୁ ଦେଖାଯାଇନଥାଏ। ମୀନା ଅଡିଓ ସିରିଜର ଏହି ଅଧ୍ୟାୟରେ ବାହାର ଖାଦ୍ୟ ନଖାଇବାକୁ ପରାମର୍ଶ କରାଯାଇଛି।