Meena - Odia Series

Good Sanitation Habits


Listen Later

ବାହାରେ ଶୌଚ କରିବା ଏକ ଖରାପ ଅଭ୍ୟାସ। ଏହା ଫଳରେ ଅନେକ ରୋଗ ଜୀବାଣୁ ଶରୀର ଭିତରକୁ ଯାଇ ରୋଗ କରାନ୍ତି। ସେହିପରି ପରିବେଶ ପ୍ରଦୂଷିତ ହେବା ଫଳରେ ଅନ୍ୟମାନେ ମଧ୍ୟ ରୋଗର ଶିକାର ହୁଅନ୍ତି। ତେଣୁ ପାଇଖାନା ବ୍ୟବହାର କରିବା ଉଚିତ। ବର୍ତ୍ତମାନ ସରକାରଙ୍କ ପକ୍ଷରୁ ମଧ୍ୟ ଶୌଚାଳୟ ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ମୀନା ଅଡିଓ ସିରିଜ ଅଧ୍ୟାୟରେ ଶୌଚାଳୟର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି।
...more
View all episodesView all episodes
Download on the App Store

Meena - Odia SeriesBy ODICAST