Meena - Odia Series

Sister's Letter


Listen Later

ଖାଇବା ପୂର୍ବରୁ ହାତ ଧୋଇ ଖାଇବା ଉଚିତ। ଏପରି କଲେ ରୋଗ ଜୀବାଣୁ ଆମ ଶରୀର ଭିତରକୁ ପ୍ରବେଶ କରିପାରନ୍ତି ନାହିଁ। ଫଳରେ ଆମେ ସୁସ୍ଥ ଏବଂ ନିରୋଗ ଜୀବନ ବିତାଇଥାଉ। ଆମ ହାତରେ ଥିବା ରୋଗ ଜୀବାଣୁ ଖାଲି ଆଖିକୁ ଦେଖା ଯାଆନ୍ତି ନାହିଁ। ହାତ ସଫା ଥିବା ପରି ଆମକୁ ମନେ ହୋଇଥାଏ। ହେଲେ ଏଡି ଅଦ୍ୟଶ୍ୟ ଜୀବାଣୁ ଆମ ଶରୀରକୁ ଯାଇ ରୋଗ ସୃଷ୍ଟି କରିଥା'ନ୍ତି। ମୀନା ଅଡିଓ ସିରିଜ "ଦିଦିଙ୍କ ଚିଠି" ଅଧ୍ୟାୟରେ ସାବୁନ ହାତ ଧୋଇ ଖାଇବା ଉପରେ ଗୁରୁତ୍ୱ ଦିଆଯାଇଛି।
...more
View all episodesView all episodes
Download on the App Store

Meena - Odia SeriesBy ODICAST