ପ୍ରତ୍ୟେକ ବିଦ୍ୟାଳୟରେ ପାଣିର ସୁବ୍ୟବସ୍ଥା ରହିବା ଆବଶ୍ୟକ। ବିଶେଷ କରି ପିଲାମାନଙ୍କ ପିଇବା ପାଇଁ ଏବଂ ସଫାସୁତୁରା ରହିବା ପାଇଁ ପାଣିର ଦରକାର ରହିଛି। ପାଣିର ସୁବ୍ୟବସ୍ଥା ନଥିଲେ ଅନେକ ସମସ୍ୟା ଦେଖାଦେଇଥାଏ। ମୀନା ଅଡିଓ ସିରିଜର ଏହି ଅଧ୍ୟାୟରେ ସ୍କୁଲରେ ପାଣି ନଥିବାରୁ ଶୋଷରେ ମୀନାର ସାଙ୍ଗ ମିଲି ଦୌଡ଼ ପ୍ରତିଯୋଗିତାରେ ହାରି ଯାଇଛି।